ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତିରଙ୍ଗା ପତାକା ଉଡେଇବା ପାଇଁ ପ୍ରଶାସନ ଭୟ କରୁଥିଲା। ତେଣୁ ସେଠାରେ ତିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲାଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ ମାଲକାନଗିରି ଏସ୍‌ପି ଶ୍ରୀ ହୁଷୀକେଶ ଡି ହିଲାରୀ ତ୍ରିରଙ୍ଗା ଉଡ଼ାଇଛନ୍ତି। ହାନ୍ତାଳଗୁଡ଼ା ଠାରେ ବିଏସଏଫ କ୍ୟାମ୍ପର ପ୍ରତିଷ୍ଠା ବେଳେ ତିରଙ୍ଗା ଉଡ଼ାଇ ସେହି ଅଞ୍ଚଳବାସୀଙ୍କୁ ଓ ସୁରକ୍ଷା ବାହିନୀକୁ ସମ୍ୱୋଧିତ କରାଯାଇଥିଲା।

Lalgard