୨୧ ଦିନ ଯାଏ ପୂରା ଦେଶ ଲକ୍‌ ଡାଉନ୍

ଆଜି ମଧ୍ୟରାତ୍ରିରୁ ସାରା ଦେଶ ଲକ ଡାଉନ୍। ଆଜି ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦି କହିଛନ୍ତି ଯେ, ଆଜି ରାତିରୁ ୨୧ ଦିନ ପାଇଁ ଦେଶ ସାରା ଜାରି ରହିବ ଲକ ଡାଉନ। ଏହା କର୍ଫ୍ୟୁ କହିଲେ ଅତ୍ୟୁକ୍ତି ହେବ ନାହିଁ । ତେଣୁ ଆପଣ ଯିଏ ଯେଉଁଠି ରହିଛନ୍ତି ସେଇଠି ରୁହନ୍ତୁ ବୋଲି ଜନସାଧାରଣଙ୍କୁ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

21 DaysCoronaVirusIndiaLockdown