Odisha News Insight

କ୍ଷୀର ପାଇଁ ଘରୁ ବାହାରିଥିଲେ ପୁଲିସ ପିଟି ପିଟି ମାରିଦେଲା

ପୁଲିସ ମାଡ଼ରେ ଜଣେ ୩୨ ବର୍ଷିୟ ଯୁବକଙ୍କର ମୃତ୍ୟୁ ହୋଇଛି। ଲକ୍‌ଡାଉନ୍‌ ସମୟରେ ସେ କ୍ଷୀର କିଣିବାକୁ ଘରୁ ବାହାରକୁ ବାହାରିଥିଲେ। ପୁଲିସ ମାଡ଼ରେ ଗରୁତର ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ଡାକ୍ତ ସେଠାରେ ଯୁବକ ଜଣଙ୍କୁ ମୃତ ଘୋଷଣା କରିଥିଲେ। ହାଓଡ଼ା ବାସିନ୍ଦା

କରୋନା ଦେଶରେ ୬୫୦ ଆକ୍ରାନ୍ତ, ୧୫ ମୃତ

 ଦେଶବ୍ୟାପୀ ଲକ୍‌ଡାଉନ୍‌ ସତ୍ତ୍ବେ ବଢ଼ିଚାଲିଛି କରୋନା ସଂକ୍ରମଣ। ଆଜି ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୫୦ ଡେଇଁଥିବାଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ପୂର୍ବରୁ ଏହି ସଂଖ୍ୟା ୧୩ ଥିବା ବେଳେ ଆଜି ଶ୍ରୀନଗରର ହାଇଦରପଡ଼ାରେ ଆଜି ଜଣେ ୬୫ ବର୍ଷିୟ ବୃଦ୍ଧଙ୍କର ମୃତ୍ୟୁ