Odisha News Insight

ତାବ୍ଲିଘି ମୁଖ୍ୟଙ୍କୁ ଠାବ କଲା ପୁଲିସ, କ୍ବାରାଣ୍ଟିନ୍‌ ପରେ ଗିରଫ

ତାବ୍ଲିଘି ଜମାତ୍‌ ମର୍କାଜା ଆୟୋଜନର ମୁଖ୍ୟ ମୁଖ୍ୟ କୁହାଯାଉଥିବା ମୌଲାମ ମହମ୍ମଦ ସାଦ୍‌ଙ୍କ ସନ୍ଧାନ ପାଇଛି ଦିଲ୍ଲୀ ପୁଲିସ। ମୌଲାନା ଏବେ ସଙ୍ଗରୋଧରେ ଥିବା ବେଳେ ଏହି ଅବଧି ଶେଷହେଲେ ତାଙ୍କୁ ପଚରାଉଚରା ପାଇଁ ଅଣାଯିବ। ଲକ୍‌ଡାଉନ୍‌ ନିୟମ ଅମାନ୍ୟ କରି ସହସ୍ରାଧିକ ଶ୍ରଦ୍ଧାଳୁଙ୍କୁ ଏକାଠି

ଫେସ୍‌ବୁକରେ ସାଇବର ଠକ: ଏହି ନମ୍ବରରେ ଫୋନ କଲେ ଘରେ ପହଞ୍ଚିବ ମଦ

 ରାଜ୍ୟବାସୀ କରୋନା ଭୂତାଣୁ ସହ ଲଢ଼େଇ ଜାରି ରଖିଥିବା ବେଳେ ଆରମ୍ଭ ହୋଇଯାଇଛି ସାଇବର ଠକେଇର ନୂଆ ଅଧ୍ୟାୟ। ଲକ୍‌ଡାଉନ୍‌ ସମୟରେ ମଦ ଦୋକାନ ବନ୍ଦ ଥିବା ବେଳେ ମଦ ହୋମ୍‌ ଡେଲିଭରୀ ନାମରେ ଠକେଇର ଜାଲ ବିଛାଇଛନ୍ତି ସାଇବର ଡକାୟତ। ଫେସବୁକ୍‌କୁ ଏଥିପାଇଁ ଏମାନେ ସହଜ ମାଧ୍ୟମ କରିଛନ୍ତି।

Corona Virus India Statistics

With India having crossed the 5000 mark, the country’s fate is at risk. The total number of COVID19 positive cases now have escalated to 5194 across the country. Confirmed by the Ministry of Health and Family welfare, the statistics by

ଖୁବ୍‌ଶୀଘ୍ର ଭାରତ ଆୟୁର୍ବେଦ ପଦ୍ଧତି ଦ୍ବାରା କରୋନା ଭାଇରସ୍ ରୋଗୀଙ୍କ ଚିକିତ୍ସା କରିବ: ଆୟୁଷ ମନ୍ତ୍ରୀ

ଆୟୁର୍ବେଦିକ ପଦ୍ଧତିର ବ୍ୟବହାର କରି ଭାରତ ଶୀଘ୍ର କରୋନା ଜୀବାଣୁ ରୋଗୀଙ୍କୁ ଚିକିତ୍ସା କରିବ। ଏଭଳି କିଛି ଆତ୍ମବିଶ୍ୱାସର ସହ କହିଛନ୍ତି ଆୟୁଷ କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାୟକ। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ବୈଜ୍ଞାନିକ ପ୍ରାମାଣିକତାର ଅଭାବ ହେତୁ ଭାରତର ଏହି ପ୍ରାଚୀନ ଚିକିତ୍ସା

କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳ ଘୋଷଣା ହେଲା ‘ସତ୍ୟ ନଗର’

 ଆଜି ଭୁବନେଶ୍ୱରର ସତ୍ୟ ନଗରକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ବିଏମ୍‌ସି। ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ବିଏମସି। ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ଯାହା ଫଳରେ ଏହା ପ୍ରଶାସନର ଚିନ୍ତା ବଢ଼ାଇଛି। ସେଥିପାଇଁ

କରୋନା ଓଡ଼ିଶାରେ ପହଞ୍ଚିଲା ୩୫୦୦ କେଜି ସ୍ବାସ୍ଥ୍ୟ ସାମଗ୍ରୀ

କୋଭିଡ୍-୧୯ ପରୀଷଣ କିଟ୍‌ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସାମଗ୍ରୀ ଭୁବନେଶ୍ବରରେ ପହଞ୍ଚିଛି। ସୋମବାର ସଂଧ୍ୟାରେ ୩,୫୦୦ କେଜିର ସ୍ବାସ୍ଥ୍ୟ ସାମଗ୍ରୀ ସହ ଧରି ଭାରତୀୟ ବାୟୁସେନାର ଏକ ବିମାନ ସ୍ଥାନୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲା ବିମାନଟି ଚେନ୍ନାଇ ନିକଟସ୍ଥ ତାମ୍ବାରାମ ଏୟାର