ଆମେରିକା ଅସମ୍ଭାଳ ୪୬,୧୬୮ କରୋନା ଆକ୍ରାନ୍ତ, ୫୮୨ ମୃତ
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ନିୟନ୍ତ୍ରଣ ଅଅଣାୟତ ହୋଇପଡ଼ିଛି। ସରକାରଙ୍କ ଶତ ଚେଷ୍ଟା ସତ୍ତ୍ବେ ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ଗତ ୩ ଦିନ ଭିତରେ ୨୦,୦୦୦ରୁ ଅଧିକ ନୂଆ ରୋଗୀ ଠାବ ହୋଇଥିବା ବେଳେ କେବଳ ଆଜି ଗୋଟିଏ ଦିନରେ ପ୍ରାୟ ୧୧,୦୦୦ ନୂଆ ରୋଗୀ ଠାବ ହୋଇଛନ୍ତି। ମୋଟ!-->…