Odisha News Insight

ଭୁବନେଶ୍ବର AIIMSରେ କରୋନା ରୋଗୀ, ୧୨ ଘଣ୍ଟା ଧରି ଲୁଚାଇଥିଲେ କର୍ତୃପକ୍ଷ

ଓଡ଼ିଶାରେ ଗତକାଲି ବିଳମ୍ବିତ ରାତ୍ରିରେ ଦ୍ବିତୀୟ କୋରାନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଯୁବକ ଜଣକର ବୟସ ୧୯ ବର୍ଷ। ଏମ୍‌ସର ଜଣେ ବରିଷ୍ଠ ପଦାଧିକାରୀଙ୍କ ପୁତ୍ର। ଲଣ୍ଡନରେ ପାଠ ପଢ଼ୁଥିବା ଯୁବକ ଜଣକ ୩ ଦିନ ତଳେ ଓଡ଼ିଶା ଫେରିଥିଲେ। ଗତକାଲି ସକାଳେ ତାଙ୍କୁ ଏମ୍‌ସରେ

କରୋନା ଓଡ଼ିଶାରେ ଦ୍ୱିତୀୟ ରୋଗୀ ଚିହ୍ନଟ

ଭାରତରେ ଦିନକୁ ଦିନ କାୟା ମେଲାଉଛି କରୋନା ଭାଇରସ । ଏଥି ସହିତ ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ପରୀକ୍ଷା ହୋଇଥିବା ୧୪ ନମୁନାରୁ ଗୋଟିଏ ପଜିଟିଭ୍ ଥିବା ଜଣାପଡ଼ିଛି। ଭୁବନେଶ୍ୱର RMRCରେ ଆଜି ୧୪ଟି ନମୁନା ପରୀକ୍ଷା ହୋଇଥିଲା। ସଂକ୍ରମିତ ବ୍ୟକ୍ତି ଜଣଙ୍କ

ଜଳିଗଲା ପୁରୀ ନୀଳଚକ୍ରରେ ଲାଗିଥିବା ମାନସିକ ବାନା

ଆଜି ଶ୍ରୀମନ୍ଦିରରେ ଅଭାବନୀୟ ଅଘଟଣ ଘିଟିଛି। ମହାଦୀପ ଉଠିବା ବେଳେ ନୀଳଚକ୍ର ବାନାରେ ଲାଗିଲା ନିଆଁ। ନୀଳଚକ୍ର ତଳେ ଲଗାଯାଇଥିବା ମାନସିକ ବାନା ପୋଡି ଯାଇଛି। ଆଜି ପାପମୋଚନ ଏକାଦଶୀ ତିଥିରେ ରାତି ପ୍ରାୟ ୭ଟା ୩୫ରେ ପାଳିଆ ସେବକ ମହାଦୀପ ଉଠାଇଥିଲେ। ଶ୍ରୀମନ୍ଦିର ଚୂଡ଼ାରେ ମହାଦୀପ ଜଳିବା