Odisha News Insight

ଭାରତ ଗସ୍ତରେ ଆସି, ବିଶ୍ବର ସବୁଠୁ ବଡ଼ ଷ୍ଟାଡିୟମ୍ ଉଦଘାଟନ କରିବେ ଟ୍ରମ୍ପ୍

୨୩ ତାରିଖରେ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ୍‌ ଟ୍ରମ୍ପ୍। ଭାରତ ଗସ୍ତରେ ଆସି ବିଶ୍ବର ସବୁଠୁ ବଡ଼ କ୍ରିକେଟ୍ ଷ୍ଟାଡିୟମ୍‌ର ଉଦଘାଟନ କରିବେ ଟ୍ରମ୍ପ୍। ଅହମଦାବାଦର ସରର୍ଦ୍ଦାର ବଳ୍ଲଭ ଭାଇ ପଟେଲ୍ ମୋଟେରା ଷ୍ଟାଡିୟମକୁ ବିଶ୍ବର ସବୁଠୁ ବଡ଼ କ୍ରିକେଟ୍ ଷ୍ଟାଡିୟମ୍

୨୦ ଫେବୃଆରୀରୁ ପ୍ରଶାନ୍ତ କିଶୋରଙ୍କ ‘ବାତ୍‌ ବିହାର କି’ କାର୍ଯ୍ୟକ୍ରମ, ଟାର୍ଗେଟରେ ନୀତୀଶ

ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ନିଜର ରାଜନୈତିକ ଭବିଷ୍ୟତକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ପ୍ରଶାନ୍ତ କିଶୋର ନୀତୀଶ କୁମାରଙ୍କ ସହଥିବା ସମ୍ବନ୍ଧକୁ ନେଇ ପ୍ରଥମେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ନୀତୀଶ କୁମାର ମୋର