ଅନ୍ୟ ବ୍ୟାଙ୍କ ଏଟିଏମ୍ରୁ ବିନା ଶୁଳ୍କରେ ଉଠାଇପାରିବେ ଟଙ୍କା
ଦେଶରେ ଦିନକୁ ଦିନ କରୋନା ଭାଇରସକୁ ନେଇ ସ୍ଥିତି ଜଟିଳ ହେବାକୁ ଲାଗିଛି। ଏହାରିମଧ୍ୟରେ ଦେଶବାସୀଙ୍କ ସାମାନ୍ୟ ଆଶ୍ବସ୍ତି ମିଳିଛି କାରଣ ଏଣିକି ଅନ୍ୟ ବ୍ୟାଙ୍କର ଏଟିଏମ୍ରୁ ଟଙ୍କା ଉଠାଇଲେ ଏଥିପାଇଁ ଫାଇନ ଆକରରେ ଟଙ୍କା ଦେବାକୁ ପଡ଼ିବନି। ଏନେଇ ଘୋଷଣା କରିଛନ୍ତି କେନ୍ଦ୍ର!-->…