ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେଉଥିବା ୪ଟି ଲୋକସଭା ଆସନରୁ ଏହିମାନେ ହେବେ ବିଜେଡି ପ୍ରାର୍ଥୀ !
ଭୁବନେଶ୍ବର ୧୩|୩ :
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରାର୍ଥୀ ପତ୍ର ଦାଖଲକୁ ଆଉ ମାତ୍ର ୫ଦିନ ରହିଛି । ୧୮ ତାରିଖରୁ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା । ହେଲେ ଏଯାଏଁ ରାଜ୍ୟର କୌଣସି ଦଳ ସେମାନଙ୍କ ପ୍ରାର୍ଥୀପତ୍ର ତାଲିକା ପ୍ରକାଶ କରିନାହାନ୍ତି । ୧୭ ତାରିଖ ଦିନ!-->!-->!-->…