୩ ଜିଲ୍ଲା ଗସ୍ତରେ ୫ ଟି ସଚିବ ଓ ଉନ୍ନୟନ କମିଶନର
ରାଜ୍ୟରେ କରୋନା ମୁକାବିଲାର ପ୍ରସ୍ତୁତି ନୀରିକ୍ଷଣ କରିବା ପାଇଁ ୫ ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଆଜି ୩ ଟି ଜିଲ୍ଲ। ଗସ୍ତରେ ଅଛନ୍ତି। ଗୁରୁବାର ୫ ଟି ସଚିବ ଏବଂ ଉନ୍ନୟନ କମିଶନର କୋରାପୁଟ, ମାଲକାନାଗିରି ଓ ନବରଙ୍ଗପୁର ଜିଲ୍ଲାକୁ ଦିନିକିଆ !-->…