ଭୁବନେଶ୍ବର AIIMSରେ କରୋନା ରୋଗୀ, ୧୨ ଘଣ୍ଟା ଧରି ଲୁଚାଇଥିଲେ କର୍ତୃପକ୍ଷ
ଓଡ଼ିଶାରେ ଗତକାଲି ବିଳମ୍ବିତ ରାତ୍ରିରେ ଦ୍ବିତୀୟ କୋରାନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଯୁବକ ଜଣକର ବୟସ ୧୯ ବର୍ଷ। ଏମ୍ସର ଜଣେ ବରିଷ୍ଠ ପଦାଧିକାରୀଙ୍କ ପୁତ୍ର। ଲଣ୍ଡନରେ ପାଠ ପଢ଼ୁଥିବା ଯୁବକ ଜଣକ ୩ ଦିନ ତଳେ ଓଡ଼ିଶା ଫେରିଥିଲେ।
ଗତକାଲି ସକାଳେ ତାଙ୍କୁ ଏମ୍ସରେ!-->!-->!-->…