ଖୁସି ଖବର, ଖୁବ ଶୀଘ୍ର ଲଞ୍ଚ ହେବ କରୋନା ଭ୍ୟାକସିନ୍ |
ମହାମାରୀ କରୋନାକୁ ସଙ୍କଟ ଭିତରେ ଆସିଲା ଏକ ଖୁସି ଖବର | କରୋନା ପାଇଁ ଦେଶୀ ଭ୍ୟାକସିନ୍ କୁହାଯାଉଥିବା କୋଭାସ୍କିନ୍ (COVAXIN) ଆସନ୍ତା ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧିନତା ଦିବସ ଅବସରରେ ଲଞ୍ଚ୍ ହେବ ବୋଲି ଜଣାପଡ଼ିଛି। ଏହି ଭ୍ୟାକସିନକୁ ଭାରତ ବାୟୋଟିକ୍ ନାମକ ଫାର୍ମାସ୍ୟୁଟିକାଲ୍ କମ୍ପାନୀ!-->…