Odisha News Insight
Browsing Tag

CoronaVirus

ଖୋଲିବ ସେଲୁନ୍‌, ପାର୍ଲର; ବିଏମ୍‌ସି ରଖିଲା କଡ଼ା ସର୍ତ୍ତ

ମହାମାରୀ ‘କରୋନା’ ପାଇଁ ଦିଆଯାଇଛି ଲକ୍‌ଡାଉନ। ୪.୦ ଲକ୍‌ଡାଉନରେ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଓ କେଉଁ ଦୋକାନ ବନ୍ଦ ରହିବ? ସେଥିପାଇଁ ଗାଇଡ୍‌ଲାଇନ ଜାରି ଭୁବନେଶ୍ୱର ମହାନଗର ନଗମ(ବିଏମ୍‌ସି)। ଜାରି କରିଥିବା ନିର୍ଦ୍ଦେଶନାମ ଅନୁସାରେ ବିମାନ ଚଳାଚଳ, ସ୍କୁଲ, କଲେଜ, କୋଚିଂ

ମେ ୩୧ ଯାଏଁ ସାରା ଦେଶରେ ଲକଡାଉନର ଅବଧି ବଢିଛି |

ଆଉ ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପାଇଁ କିଛି ଗାଇଡଲାଇନ ଜାରି କରାଯାଇଛି | ଗାଇଡଲାଇନରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ ରାଜ୍ୟ ସରକାର ଏଣିକି ରେଡ, ଗ୍ରୀନ ଓ ଅରେଞ୍ଜ ଜୋନ ନିର୍ଦ୍ଧାରଣ କରିବେ | ସେହିପରି ବର୍ତ୍ତମାନ ତିନିଟି ଜୋନ ବଦଳରେ ୫ଟି ଜୋନ ରହିବ | ରେଡ, ଗ୍ରୀନ ଓ ଅରେଞ୍ଜ ଜୋନ ସହ ବଫର

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ରାଜ୍ୟରେ ଆଉ ୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୩, ପୁରୀରୁ ଜଣେ ଓ ବୌଦ୍ଧରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି । ସେଥିରୁ ୩୪୯ଜଣ ଚିକିତ୍ସିତ

ଏଣିକି କ୍ବାରେଣ୍ଟାଇନ୍ ନିୟମ ଭାଙ୍ଗିଲେ ଗିରଫ

ଏଣିକି କ୍ବାରେଣ୍ଟାଇନ୍ ନିୟମ ଭାଙ୍ଗିଲେ କଡା କାର୍ଯ୍ୟାନୁଷ୍ଠାନ ହେବ। ସଙ୍ଗରୋଧ  ନିୟମ ଉଲ୍ଲଂଘନ ଛୋଟକଥା ନୁହେଁ, ଗୁରୁତର ଅପରାଧ। କିଛିଲୋକ ଏପରି କରୁଥିବା ସରକାରଙ୍କ ନଜରକୁ ଆସିଛି, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଆଜି