ବଢିଲା ଶ୍ରମିକଙ୍କ ମଜୁରୀ |
କରୋନା ମହାମାରୀ ଭତରେ ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ଦୈନିକ ମଜୁରୀ ୫ ଟଙ୍କା ୪୦ ପଇସା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର | ଏଣିକି ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୦୩ ଟଙ୍କା ୪୦ ପଇସା, ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କ ୪୦ ପଇସା, କୁଶଳୀ ଶ୍ରମିକଙ୍କ ମଜୁରୀ ହେଲା!-->…