କରୋନା: ଗୋଟି ଦିନରେ ୨୨୧ ଜଣ ସଂକ୍ରମିତ, ICMR କହିଲା ଭାରତ
ମହାମାରୀ କରୋନା ଭାଇରସର କାୟା ଦିନକୁ ଦିନ ଭାରତରେ ଦେଖିବାକୁ ମିିଳିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହଠାତ ବୃଦ୍ଧି ଦେଖିବାକୁ ମିଳିଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କର ମୃତ୍ୟୁ ଘଟି ସାରିଥିବା!-->…