Odisha News Insight
Browsing Tag

India

ଏପ୍ରିଲ ୩୦ ଯାଏ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଆଜି ଅନୁଷ୍ଠିତ ହୋଇଥିବା ଓଡ଼ିଶା କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ାଯାଇଥିବା ବେଳେ କେନ୍ଦ୍ର ପାଖରେ ମଧ୍ୟ ସମାନ ପ୍ରସ୍ତାବ ରଖିଛନ୍ତି ରାଜ୍ୟ ସରକାର। ଦେଶରେ ଟ୍ରେନ୍‌ ଓ ବିମାନ ଚଳଚଳ

ଲକ୍‌ଡାଉନ୍: ଅର୍ଡର କଲେ ଘରେ ପହଞ୍ଚିବ ମଦ, ଅନୁମତି ଦେଲେ ଏହି ସରକାର

ମହାମାରୀ କରୋନାର ମୁକାବିଲା କରିବା ପାଇଁ ସାରା ଦେଶ ୨୧ ଦିନ ପାଇଁ ଲକ୍‌ଡାଉନ୍‌। ଏହାରି ମଧ୍ୟରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଲକ୍‌ଡାଉନ୍ ସମୟରେ ମଦର ହୋମ ଡେ଼ଲିଭରିକୁ ଅନୁମତି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ଏକ୍ସାଇଜ୍

ଉତ୍ତର ପ୍ରଦେଶ: ସଂପୂର୍ଣ୍ଣ ଭାବେ ସିଲ୍‌ ହେବ ୧୫ ଜିଲ୍ଲା

ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ସାରା ଦେଶ ୨୧ ଦିନ ପାଇଁ ଲକ୍‌ ଡାଉନ୍। ଏହି ୨୧ ଦିନିର ଲକ୍‌ଡାଊନ୍‌ ୧୪ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଜାରି ରହିବ। ଏପରିକି କରୋନାର କାୟାକୁ ଦେଖି ଲକ୍‌ଡାଉନ୍‌ର ଅବଧି ବୃଦ୍ଧି କରିବା ପାଇଁ କିଛି ରାଜ୍ୟ ଦାବି କରୁୁଛନ୍ତି। ଏନେଇ ମଧ୍ୟ

କୋଭିଡ-୧୯ ପରୀକ୍ଷା ମାଗଣାରେ ହେଉ, ସରକାର ସୁନିଶ୍ଚିତ କରନ୍ତୁ: ସୁପ୍ରିମକୋର୍ଟ

ଭାରତରେ ଦିନକୁ ଦିନ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନଜରରେ ରଖି ଆଜି ଦେଶର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, କୋଭିଡ-୧୯ ପରୀକ୍ଷା ମାଗଣାରେ କରାଯାଉ। ଏଥିପାଇଁ କେନ୍ଦ୍ର ସରକାର କିଛି ବ୍ୟବସ୍ଥା କରନ୍ତୁ ଓ ବିଶେଷ ଧ୍ୟାନ ଦିଅନ୍ତୁ ବୋଲି କହିଛନ୍ତି

ବଢ଼ିପାରେ ଲକ୍‌ଡାଉନ୍‌ ଅବଧି, ବିଚାର କରୁଛନ୍ତି କେନ୍ଦ୍ର ସରକାର

ଲକ୍‌ଡାଉନ୍‌ ଅବଧି ବଢ଼ାଇବା ନେଇ କେନ୍ଦ୍ର ସରକାର ବିଚାର କରୁଥିବା ରିପୋର୍ଟ ପ୍ରକାଶ ପାଇଛି। ବିଭିନ୍ନ ରାଜ୍ୟ ସରକାର ଓ ଅଭିଜ୍ଞ ବ୍ୟଙ୍କିମାନଙ୍କ ଠାରୁ ଏ ନେଇ ପରାମର୍ଶ ପାଇବା ପରେ ଏବେ ଏପ୍ରିଲ ୧୪ ପରେ ଲକ୍‌ଡାଉନ୍‌ ଅବଧି ବିସ୍ତାର କରିବା ପାଇଁ ସରକାର ଚିନ୍ତା କରୁଛନ୍ତି। ଭାରତରେ

ତାବ୍ଲିଘି ମୁଖ୍ୟଙ୍କୁ ଠାବ କଲା ପୁଲିସ, କ୍ବାରାଣ୍ଟିନ୍‌ ପରେ ଗିରଫ

ତାବ୍ଲିଘି ଜମାତ୍‌ ମର୍କାଜା ଆୟୋଜନର ମୁଖ୍ୟ ମୁଖ୍ୟ କୁହାଯାଉଥିବା ମୌଲାମ ମହମ୍ମଦ ସାଦ୍‌ଙ୍କ ସନ୍ଧାନ ପାଇଛି ଦିଲ୍ଲୀ ପୁଲିସ। ମୌଲାନା ଏବେ ସଙ୍ଗରୋଧରେ ଥିବା ବେଳେ ଏହି ଅବଧି ଶେଷହେଲେ ତାଙ୍କୁ ପଚରାଉଚରା ପାଇଁ ଅଣାଯିବ। ଲକ୍‌ଡାଉନ୍‌ ନିୟମ ଅମାନ୍ୟ କରି ସହସ୍ରାଧିକ ଶ୍ରଦ୍ଧାଳୁଙ୍କୁ ଏକାଠି

Corona Virus India Statistics

With India having crossed the 5000 mark, the country’s fate is at risk. The total number of COVID19 positive cases now have escalated to 5194 across the country. Confirmed by the Ministry of Health and Family welfare, the statistics by

ଖୁବ୍‌ଶୀଘ୍ର ଭାରତ ଆୟୁର୍ବେଦ ପଦ୍ଧତି ଦ୍ବାରା କରୋନା ଭାଇରସ୍ ରୋଗୀଙ୍କ ଚିକିତ୍ସା କରିବ: ଆୟୁଷ ମନ୍ତ୍ରୀ

ଆୟୁର୍ବେଦିକ ପଦ୍ଧତିର ବ୍ୟବହାର କରି ଭାରତ ଶୀଘ୍ର କରୋନା ଜୀବାଣୁ ରୋଗୀଙ୍କୁ ଚିକିତ୍ସା କରିବ। ଏଭଳି କିଛି ଆତ୍ମବିଶ୍ୱାସର ସହ କହିଛନ୍ତି ଆୟୁଷ କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାୟକ। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ବୈଜ୍ଞାନିକ ପ୍ରାମାଣିକତାର ଅଭାବ ହେତୁ ଭାରତର ଏହି ପ୍ରାଚୀନ ଚିକିତ୍ସା