ମଧ୍ୟପ୍ରଦେଶ: କମଳନାଥଙ୍କ ପ୍ରେସ୍ମିଟ୍ ଯାଇଥିବା ସାମ୍ବାଦିକ ଓ ତାଙ୍କ ଝିଅଙ୍କୁ କରୋନା
ଭୋପାଳରେ ଜଣେ ସାମ୍ବାଦିକ ଓ ତାଙ୍କ ଝିଅ ଠାରେ କୋଭିଡ୍-୧୯ ପଜିଟିଭ୍ ମିଳିଛି। ଏମାନଙ୍କ ସହ ମଧ୍ୟପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଛୁଇଁଛି। ସାମ୍ବାଦିକ ଜଣକ ବିଦାୟୀ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇଥିବାର ଜଣାପଡ଼ିବା ପରେ ଏବେ ଅନ୍ୟ ସାମ୍ବାଦିକଙ୍କୁ!-->…