ଓଡିଶାକୁ ଫେରୁଥିବା ଶ୍ରମିକମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର
ଲକଡାଉନ କଟକଣା ପରେ ବିଭିନ୍ନ ରାଜ୍ୟରେ ଫଶି ରହିଥିବା ଶ୍ରମିକମାନେ ଓଡିଶା ଫେରୁଛନ୍ତି। ତେବେ ସେମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପଚାଂୟତିରାଜ ଓ ଗୃହ ନିର୍ମାଣ ବିଭାଗକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର ।
!-->!-->!-->…