Odisha News Insight
Browsing Tag

Naveen Patnaik

CBSE ଭଳି ଓଡ଼ିଆ ସ୍କୁଲ୍ ପାଠ୍ୟଖସଡ଼ାରେ କମାଯିବ।

କରୋନା ପାଇଁ ଏବର୍ଷ ସିଲାବସ ହ୍ରାସ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିଛି। ପ୍ରଥମରୁ ଦଶମ ଯାଏ କେତେ ପାଠ ପଢ଼ା ଯିବ ସେ ନେଇ SCERT ଏକ୍ସପର୍ଟ କମିଟି ନିଷ୍ପତ୍ତି ନେବ।ପ୍ଲସ ଟୁ ସିଲାବସ ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକ୍ସପର୍ଟ କମିଟି ନିଷ୍ପତି ନେବ।

ରାଜ୍ୟ ମନ୍ତ୍ରୀପରିଷଦ ବୈଠକ ବସିବ ଆଜି ସନ୍ଧ୍ୟାରେ – ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ।

ରାଜ୍ୟ ମନ୍ତ୍ରୀପରିଷଦ ବୈଠକ ବସିବ ଆଜି ସନ୍ଧ୍ୟାରେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ବୈଠକ । ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ

କୋଭିଡ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଆସନ୍ତା କାଲି ଠାରୁ ଗଞ୍ଜାମରେ ପ୍ଲାଜ୍‌ମା ଥେରାପିଗଞ୍ଜାମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଅଣାଯିବ ୧ ଲକ୍ଷ ଆଣ୍ଟିଜେନ କିଟ

କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ୧ ଲକ୍ଷ ଆଣ୍ଟିଜେନ କିଟ ଆଣିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିଦେ୍ର୍ଧଶକ । ତାଙ୍କ ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟରେ