କରୋନା ଆଇଟିଆର, ଜିଏସଟିକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ସୀତାରମଣ
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନା ମୁକାବିଲା ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ କରିଥିଲେ। କରୋନା ମୁକାବିଲା ପାଇଁ ଲକ୍ ଡାଉନ ଜରୁରୀ ବୋଲି ଆଜି ନିର୍ମଳା ସୀତାରମଣ କହିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେ ଏକ ବଡ଼ ଘୋଷଣା ମଧ୍ୟ କରିଛନ୍ତି। ୨୦୧୮-୧୯!-->…