Odisha News Insight
Browsing Tag

Odisha

ରାଜ୍ୟ କ୍ୟାବିନେଟରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।

ହଟିଲା ସିନେଟ, କୂଳପତିଙ୍କ କାର୍ଯ୍ୟକାଳ ୪ବର୍ଷକୁ ବୃଦ୍ଧି ଏତିହ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ଭାଗଚାଷୀଙ୍କ ପାଇଁ ବଳରାମ ଯୋଜନା ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି

ରାଜ୍ୟରେ ଜାରିହେଲା ଅନଲକ୍ ୪ ଗାଇଡଲାଇନ୍।

ଆଜି ରାଜ୍ୟ ସରକାର ଅନ୍‌ଲକ୍‌ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସେପ୍ଟେମ୍ବର ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା ଗାଇଡ୍‌ଲାଇନ୍‌ରେ ଦର୍ଶାଇଛନ୍ତି ଯେ କଣ୍ଟେନ୍‌ମେଣ୍ଟ ଜୋନ୍‌ଗୁଡ଼ିକରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ ଏବଂ ସ୍ଥାନୀୟ ଅଧିକାରୀ କଣ୍ଟେନ୍‌ମେଣ୍ଟ

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା, ସହାୟତା ଘୋଷଣା

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନପରିସ୍ଥିତିର ସମୀକ୍ଷା, ସହାୟତା ଘୋଷଣାକ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ଓ 50୦ ଟଙ୍କା ଏବଂ ନିୟମାନୁଯାୟୀ ଅନ୍ୟ ସହାୟତାମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନତା.୩୧.୮.୨୦