କରୋନା ରୋକିବାକୁ ରାଜ୍ୟର ସବୁ ସରପଞ୍ଚମାନଙ୍କୁ ଶପଥ କାରାଇଲେ ନବୀନ
କରୋନା ମୁକାବିଲା ନେଇ ରାଜ୍ୟର ସରପଞ୍ଚମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରି ଶପଥ କରାଇଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ସରପଞ୍ଚମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଅବସରରେ ସରପଞ୍ଚମାନେ ଗାଁରେ କରୋନାକୁ ପଶେଇ ନ ଦେବାକୁ ଶପଥ ନେଇଛନ୍ତି।!-->!-->!-->…