କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି, ଜାଣନ୍ତୁ କାହାକୁ ମିଳିବ କେତେ?
ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ସେମାନଙ୍କର ସେବା ଲାଗିପଡିଛନ୍ତି କରୋନା ଯୋଦ୍ଧା । ଏନେଇ ରାଜ୍ୟରେ କୋଭିଡ ସେବକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି । କେବଳ କରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ସେବା ପାଇଁ ଏହି ସହାୟତା ମିଳିବ ।
ତେବେ!-->!-->!-->…